କୋଇଲା ଦୁର୍ନୀତି ମାମଲା : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ ୬।୧୦: ପୂର୍ବତନ କୋଇଲା ମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ । କୋଇଲା ଦୁର୍ନୀତି ମାମଲାରେ ରାୟ ଶୁଣାଇଲେ ସ୍ପେଶାଲ ସିବିଆଇ କୋର୍ଟ । କୋଇଲା ଦୁର୍ନୀତି ମାମଲାର ପ୍ରଥମ ମନ୍ତ୍ରୀ ଭାବେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ସ୍ପେଶାଲ ସିବିଆଇ କୋର୍ଟ ଏ ନେଇ ରାୟ ଶୁଣାଇଛନ୍ତି । ଆସନ୍ତା ୨୪ ତାରିଖରେ ଦଣ୍ଡାଦେଶ ନେଇ ହେବ ଶୁଣାଣି ।

୧୯୯୯୯ରେ ବାଜପେୟୀ ସରକାରରେ କୋଇଲା ମନ୍ତ୍ରୀ ଥିଲେ ଦିଲ୍ଲୀପ ରାୟ । କୋଇଲା ବ୍ଲକ ଆବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗରେ ସୁପ୍ରିମକୋର୍ଟଙ୍କ ତତ୍ବାବଧାନରେ ତଦନ୍ତ କରୁଛି ସିବିଆଇ । ୧୯୯୯ରେ ଝାଡଖଣ୍ଡରେ ବ୍ରହ୍ମାଡିଆ କୋଇଲା ଖଣି କାଷ୍ଟର୍ଣ୍ଣ ଟେକ୍ନୋଲୋଜି ଲିମିଟେଡକୁ ଦିଆଯାଇଥିଲା ।

Related posts

Leave a Comment